Quantum Mirror

ଓଡ଼ିଶାରେ କରୋନା ନେଲା ୨୫ ଜଣଙ୍କ ଜୀବନ

ଓଡ଼ିଶାରେ କରୋନା ନେଲା ୨୫ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୪୦୩ କୁ ବୃଦ୍ଧି ପାଇଛି ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ସେହିପରି ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ନୂଆପଡ଼ା, କେନ୍ଦୁଝର ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ତେବେ ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୪୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ହଜାର ୪୩୯ ଜଣ ସ୍ଥାନୀୟ ଅଞ୍ଚଳରୁ ହଜାର ୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ,୫୫,୮୯୯କୁ ବୃଦ୍ଧି ପାଇଛି ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ,୦୬,୮୧୨ ଥିବା ବେଳେ ,୪୬,୬୩୧ ଜଣ ସୁସ୍ଥ ହୋଇଛନ୍ତି

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×