ଭୁବନେଶ୍ୱର : ରାଜ୍ୟରେ କରୋନା ଲାଗି ରହିଥିବା ବେଳେ ବର୍ତ୍ତମାନ ଜନସାଧାରଣ ବାତ୍ୟା ‘ୟାଶ’କୁ ନେଇ ଆଶଙ୍କା ଭିତରେ ରହିଛନ୍ତି । ତେବେ ‘ୟାଶ’ ପାଇଁ ୧୦ ଜିଲ୍ଲାରେ ଲକଡାଉନ୍ କୋହଳ କରାଯାଇଛି । ଆଜି ଓ କାଲି ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲିବ ବୋଲି କୁହାଯାଇଛି । ଦୁଗ୍ଧ, ମାଛ, ମାଂସ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ । ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ, ଖୋର୍ଦ୍ଧା ଆଦି ୧୦ଟି ଜିଲ୍ଲାରେ ଲକଡାଉନ କୋହଳ କରାଯାଇଛି । ଏନେଇ ସ୍ପେଶାଲ ରିଲିଫ କମିଶନର (ଏସଆରସି)ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ଜଣାପଡ଼ିଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |