ଯାଜପୁର: ମାଡ଼ି ଆସୁଛି ବାତ୍ୟା। ତେବେ ବାତ୍ୟାକୁ ନଜରରେ ରଖି ଯାଜପୁର ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ସୂଚନା ଅନୁସାରେ, ଚଣ୍ଡୀଖୋଲରୁ ବାଲେଶ୍ୱର ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ଚଣ୍ଡୀଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ଉପରେ ସଂପୂର୍ଣ୍ଣ ଭାବରେ କଟକଣା ଲାଗିଛି। ଆଜି ରାତି ୧୨ଟାରୁ କାଲି ସକାଳ ୧୨ ଯାଏଁ ଗାଡ଼ି ଚଳାଚଳ ବନ୍ଦ ରଖାଯିବା ନେଇ ସୂଚନା ମିଳିଛି। ଚଣ୍ଡୀଖୋଲରୁ ବାଲେଶ୍ୱରକୁ କୌଣସି ଗାଡ଼ି ଛଡାଯିବନି ବୋଲି କହିଲେ ଜିଲ୍ଲାପାଳ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।