କେନ୍ଦୁଝରେ : କେନ୍ଦୁଝର ଗଡ଼ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହେବା ଫଳରେ ଟ୍ରେନ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି । ରବିବାର ଦିନ ପ୍ରାୟ ୧୨.୩୦ ମି. ସମୟରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହାପଥର ଆଣିବାକୁ ଯାଉଥିବାବେଳେ ତିନୋଟି ଖାଲି ବଗି ହଠାତ୍ ରେଳଲାଇନରୁ ଓହ୍ଲାଇ ଯାଇଥିଲା । ଟ୍ରେନର ବେଗ କମ ଥିବାରୁ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲା ବୋଲି କୁହାଯାଇଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |