Quantum Mirror

କଟକରୁ ଜବତ ହେଲା କୋଟିଏ ଟଙ୍କାର ବ୍ରାଉନସୁଗାର

କଟକରୁ ଜବତ ହେଲା କୋଟିଏ ଟଙ୍କାର ବ୍ରାଉନସୁଗାର

କଟକ: କମିସନରେଟ୍ ପୋଲିସକୁ ଡ୍ରଗ୍ସ ବିରୋଧୀ ଅଭିଯାନରେ ଏକ ବଡ ସଫଳତା ମିଳିଛି । ଗତକାଲି କଟକ ମଧୁସୂଦନ ସେତୁ ନିକଟରୁ ୧.୩୮ କେଜିର ବ୍ରାଉନସୁଗାର ଜବତ ହୋଇଛି । ଏଥିସହିତ ଏହି ମାମଲାରେ ୩ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଗିରଫ ସମୟରେ ସେମାନଙ୍କ ଠାରୁ ଗୋଟିଏ ବାଇକ୍, ଗୋଟିଏ କାର୍ ଏବଂ ୪ଟି ମୋବାଇଲ୍ ଜବତ କରିଛି ପୋଲିସ୍ । ତେବେ ଗିରଫ କରଯାଇଥିବା ୩ ଅଭିଯୁକ୍ତ କୋଲକାତାରୁ ବ୍ରାଉନସୁଗାର ଆଣି ବିଭିନ୍ନ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ବିକ୍ରି କରୁଥିଲେ । ଜବତ ବ୍ରାଉନସୁଗାରର ମୁଲ୍ୟ ୧ କୋଟି ଟଙ୍କା ହେବ ବୋଲି ଜଣାପଡିଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×