ପଦ୍ମପୁର: ବରଗଡ ଜିଲ୍ଲା ପଦ୍ମପୁରରେ ଜଣେ ସିନିୟରତ କ୍ୟାଡର୍ ମାଓବାଦୀଙ୍କ ନିହତ ହୋଇଛି । ମାଓବାଦୀ ଏବଂ ପୋଲିସ୍ ମଧ୍ୟରେ ଗୁଳି ବିନିମୟ ଭିତରେ କ୍ୟାଡର୍ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଏହି ଏନକାଉଣ୍ଟର ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଅଞ୍ଚଳରେ ହୋଇଥିବା ସୂଚନା ରହିଛି । ଏସଓଜି ଏବଂ ଓଡ଼ିଶା ପୋଲିସ୍ ମିଳିତ ଭାବରେ ଅପରେସନ୍ କରୁଥିବା ଜଣାପଡିଛି । ସେମାନେ କେଉଁ କ୍ୟାଡରର ତାହା ଏଯାବତ୍ ଜଣାପଡିନଥିବା ବେଳେ ଉକ୍ତ ଅଞ୍ଚଳରୁ ବିଭିନ୍ନ ମାରଣାସ୍ତ୍ର ସମେତ ଏକେ ୪୭ ଜବତ ହୋଇଥିବା ନେଇ ଡିଜିପି ଅଭୟ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ଏନେଇ ସୂଚନା ଦେବା ସମୟରେ ମାଓବାଦୀଙ୍କୁ ହିଂସାର ପଥ ଛାଡି ଠିକ୍ ବାଟରେ ଚାଲିବାକୁ ଅପିଲ୍ କରିଥିଲେ । ଏଥିସହ ରାଜ୍ୟ ସରକାରଙ୍କ ଥଇଥାନ ଯୋଜନାରେ ସାମିଲ ବେହାକୁ ଆହ୍ୱାନ କରିଥିଲେ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |