ଭୁବନେଶ୍ୱର: ଆସନ୍ତା ୧୬ ତାରିଖରୁ ସମସ୍ତ ଐତିହ୍ୟସ୍ଥଳୀ ଖୋଲିବ । ଏନେଇ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏପ୍ରିଲ୍ ୧୫ ତାରିଖରୁ କୋଭିଡ୍ ସଂକ୍ରମଣ କାରଣରୁ ରାଜ୍ୟର ପ୍ରମୁଖ ଐତିହ୍ୟସ୍ଥଳୀ ବନ୍ଦ ରହିଛି । ଆଗକୁ ୧୬ ତାରିଖରେ ଐତିହ୍ୟସ୍ଥଳୀ ଖୋଲିବ ସତ ହେଲେ ରାଜ୍ୟ ପକ୍ଷରୁ ଜାରି ହୋଇଥିବା ସମସ୍ତ କଟକଣାକୁ ପାଳନ କରାଯିବ । ପର୍ଯ୍ୟଟକଙ୍କ ସଂଖ୍ୟାକୁ ଦେଖି ନିର୍ଦ୍ଦିଷ୍ଟ ଏସଓପି ପାଳନ କରାଯିବ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |