ଭୁବନେଶ୍ୱର: କରୋନା କାଳରେ +୨ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର । ଆସନ୍ତା ଅଗଷ୍ଟ ମାସ ସପ୍ତାହରେ ପ୍ରକାଶ ପାଇବାକୁ ଯାଉଛି +୨ ରେଜଲ୍ଟ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତି ନେଇ ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।ତେବେ ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କ ମାର୍କିିଂ ମାଟ୍ରିିକ ଭିତ୍ତିରେ ହେବ । ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନହେବେ, ପରେ ସେମାନେ ପରୀକ୍ଷା ଦେଇପାରିବେ । ପରିସ୍ଥିତି ସ୍ୱାଭାବିକ ହେଲା ପରେ ଅଫଲାଇନରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |