ସକାଳୁ ରାଜ୍ୟ ସରକାର ଦେଲେ ଖୁସି ଖବର । ସପ୍ତାହ ଆରମ୍ଭରୁ ବଡ଼ ଘୋଷଣା କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।