ଆଜି କୋର୍ଟରେ ହାଜର ହେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ।ଦିଲ୍ଲୀ ସ୍ଥିତ ରାଉଜ୍ ଆଭେନ୍ୟୁ କୋର୍ଟ କେଜରିୱାଲଙ୍କୁ ମାର୍ଚ୍ଚ ୧୬ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି)ର ସମନ ଉପରେ ରୋକ୍ ଲଗାଇବା ପାଇଁ ମନା କରିବା ସହ କେଜରିୱାଲଙ୍କ ଏକ ଆବେଦନକୁ ଖାରଜ କରିଛନ୍ତି । ମାର୍ଚ୍ଚ ୧୬ରେ କୋର୍ଟରେ ହାଜର ହେବାକୁ ଛାଡ଼ ଦିଆଯାଉ ଏବଂ ତାଙ୍କ ଓକିଲଙ୍କୁ ପ୍ରତିନିଧିତ୍ୱ କରିବା ପାଇଁ ଅନୁମତି ଦିଆଯାଉ ବୋଲି କେଜ୍ରିୱାଲ ରାଉଜ ଆଭେନ୍ୟୁ କୋର୍ଟରେ ଏକ ଆବେଦନ କରିଥିଲେ । କେଜ୍ରିୱାଲଙ୍କ ଏହି ଆବେଦନକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବିରୋଧ କରିଥିଲା ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |