ବଲାଙ୍ଗୀର ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଭଦ୍ରାପାଲି ଛକରେ ଦୁର୍ଘଟଣା। OSRTC ବସ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୁଇଁନ୍ତଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଆଜି ଭୋରରୁ ଦୁର୍ଘଟଣା ଘଟିଥିବା ଜଣାପଡିଛି। ବାଇକରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ବସ୍ ଧକ୍କା ଦେଇଥିଲା। ପୋଲିସ ମୃତଦେହ ଜବତ କରି ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ବସ୍ ଡ୍ରାଇଭର ତରଭା ଥାନାରେ ଆତ୍ମସମର୍ପଣ କରିଛନ୍ତି।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |