ଆକାଶରୁ ଅଗ୍ନିବର୍ଷାରେ ଲାଗିଲା ବ୍ରେକ୍ । ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା । ଆଜି ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ । ଗତକାଲି ଅପେକ୍ଷା ଆଜି ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି । ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।