ଶ୍ରୀମନ୍ଦିରରେ ଅଘଟଣ। ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ । ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତି ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଏଥିପାଇଁ ମଙ୍ଗଳାଳତି ପୂର୍ବରୁ ନୀତିକାନ୍ତି ବନ୍ଦକରାଯାଇଥିଲା । ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିଛି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।