ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ବିଜେପି କର୍ମୀ । ବାପପୁଅଙ୍କୁ ଗିରଫ କଲା ରିଆମାଳ ଥାନା ପୋଲିସ । ଦେବଗଡ଼ ଜିଲ୍ଲା ଗୁଣ୍ଡିଆପାଲି ପଞ୍ଚାୟତର ବିଜେପି କର୍ମୀ ଦେବେନ୍ଦ୍ର ପ୍ରଧାନ ଓ ତାଙ୍କ ପୁଅ ଦୀର୍ଘଦିନ ଧରି ଗଞ୍ଜେଇ କାରବାର କରୁଥିବା ଅଭିଯୋଗ ହୋଇଥିଲା । ଗାଁ ଲୋକଙ୍କ ବିରୋଧ ସତ୍ତ୍ବେ ଉଭୟ ନିଶା କାରବାର ଜାରି ରଖିଥିଲେ । ଗତକାଲି ବାଇକରେ ଗଞ୍ଜେଇ ନେଇ ଯାଉଥିବାବେଳେ ଉଭୟଙ୍କୁ ଗିରଫ କରିଛି ପୋଲିସ । ତାଙ୍କ ନିକଟରୁ ୧୫ କେଜି ଗଞ୍ଜେଇ ସହ ବାଇକ ଓ ମୋବାଇଲ ଜବତ ହୋଇଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |