ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ମହାପ୍ରଭୁଙ୍କ ଗୁପ୍ତନୀତି ହେବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।