ବଙ୍ଗୋପସାଗରରେ ଆସୁଛି ଲଘୁଚାପ। ଆସନ୍ତାକାଲି ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଉତ୍ତରପୂର୍ବ ଦିଗକୁ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ୨୪ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରେ କ୍ରମଶଃ ଗଭୀର ଅବପାତ ବା ବାତ୍ୟାରେ ପରିଣତ ହୋଇପାରେ। ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି। ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ। ଏପଟେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।