ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ହେବ ଆବେଦନ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନି ନାମଲେଖା ପକ୍ରିୟା ଆରମ୍ଭ ହେବ । ଅପରାହ୍ନ ୪ଟା ସମୟରୁ ଅନଲାଇନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । samsodisha.gov.in ୱେବସାଇଟ ମାଧ୍ୟମରେ ଜୁନ ୧୭ ପର୍ଯ୍ୟନ୍ତ ଏହି ଆବେଦନ ପାଇଁ ସୁଯୋଗ ରହିବ । ଆବେଦନ ପରେ ଜୁନ୍ ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ CAFର ତ୍ରୁଟି ସୁଧାରି ପାରିବେ ।ଜୁନ୍ ୨୫ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା । ତେବେ ଜୁନ ୨୫ ତାରିଖରୁ ୨୮ ତାରିଖ ଯାଏଁ ସ୍ଲାଇଡ୍ ଅପ୍ସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁନ୍ ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ ତାରିଖ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ । ତେବେ ଜୁଲାଇ ୫ ତାରିଖରୁ ୮ ତାରିଖ ଯାଏଁ ସ୍ଲାଇଡ୍ ଅପସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ରିପୋର୍ଟ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |