ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ କାଲିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବ । କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । କାଲି ପାଇଁ ୯ ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବ । ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |