ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇପାରେ । ରାଜ୍ୟ ସରକାରଙ୍କ ପକ୍ଷରୁ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗାମୀ ୧୪ ତାରିଖ ଦିନ ଭଣ୍ଡାର ଘର ଖୋଲିବା ପାଇଁ ନେଇଥିବା ନିଷ୍ପତି ଉପରେ ଆଲୋଚନା କରାଯିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।