ପରିବା ମାର୍କେଟରେ ବାତ୍ୟା । ସାମଗ୍ରୀ ମହଜୁଦ୍ ସହ କଳାବଜାରୀ ନେଇ ଚାଲିଛି ଯାଞ୍ଚ କଟକ ଛତ୍ରବଜାରରେ ଆଳୁ କିଲୋ ୫୦ ଟଙ୍କା ଓ ପିଆଜ ଦାମ୍ ୭୦ ଛୁଇଁଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଜଗତସିଂହପୁର ଜିଲାରେ ମଧ୍ୟ ଆଳୁ, ପିଆଜ ସମେତ ବିଭିନ୍ନ ପନି ପରିବା ଦର ଆକାଶ ଛୁଆଁ । କିଛି ପରିବା ତ ଦୁଇ ଗୁଣା ହେଲାଣି । ବାତ୍ୟା ଯେଭଳି କିଛି ଅସାଧୁ ବେପାରୀଙ୍କୁ ସୁଯୋଗ ଦେଉଛି, ଗ୍ରାହକଙ୍କୁ ଲୁଟିବାକୁ । କିଏ ବ୍ୟାଗ ଭର୍ତ୍ତି ପରିବା କିଣିନେଲାଣି ତ କିଏ ଆଳୁ ପିଆଜ । ରାସନ ଦୋକାନରେ ବି ଭିଡ ଜମିଛି ।
ତାଜା ଖବର
ଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |ଜାଣନ୍ତୁ ବାତ୍ୟା ‘ଦାନା’କେଉଁଠି କରିବ ଲ୍ୟାଣ୍ଡଫଲ୍ଆଜି ପବିତ୍ର ଜନ୍ମାଷ୍ଟମୀ