ଜନ ଜାତୀୟ ଗୌରବ ଦିବସ ପାଳନ ପାଇଁ ଜନତା ମଇଦାନରେ ଭବ୍ୟ ଆୟୋଜନ।ସାମିଲ ହେବେ ୧୦ ହଜାରରୁ ଉର୍ଦ୍ଧ୍ଵ ଜନସାଧାରଣ। ସହୀଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆୟୋଜିତ ହେବାକୁ ଯାଉଛି ରାଜ୍ୟସ୍ତରୀୟ ଜନ ଜାତୀୟ ଗୌରବ ଦିବସ। ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେବେ। ବିପ୍ଲବୀ ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ପୂଣ୍ୟ ଜୟନ୍ତୀ ଅବସରରେ ୨୦୨୫ ମସିହାକୁ ଜନଜାତି ଗୌରବ ବର୍ଷ ରୂପେ ପାଳନ କରିବା ନିମନ୍ତେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହିକ୍ରମରେ ନଭେମ୍ବର ୧୫ ତାରିଖରେ ଓଡ଼ିଶାର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୨୪୦୮ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୭୬୬୭ଟି ଆଦିବାସୀ ବହୁଳ ରାଜସ୍ୱ ଗ୍ରାମରେ ସ୍ଵତନ୍ତ୍ର ପଲ୍ଲୀସଭା ଆୟୋଜନ କରାଯିବ।
ତାଜା ଖବର
ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |ଜାଣନ୍ତୁ ବାତ୍ୟା ‘ଦାନା’କେଉଁଠି କରିବ ଲ୍ୟାଣ୍ଡଫଲ୍