ବଙ୍ଗୋପସାଗରରେ ପୁଣି ଆସୁଛି ବାତ୍ୟା ! କାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୩ ତାରିଖରେ ଲଘୁଚାପର ରୂପ ନେବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ନେବ ଅବପାତର ରୂପ, ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ । ବାତ୍ୟାର ତୀବ୍ରତା କେତେ ରହିବ ଏଯାଏଁ ସ୍ପଷ୍ଟ ହୋଇନି । ୨୫ କିମ୍ବା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଲଘୁଚାପ କିମ୍ବା ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |