ସୋମବାର ସକାଳେ ମଧ୍ୟପ୍ରଦେଶ ଉଜୈନରେ ଅବସ୍ଥିତ ମହାକାଳ ମନ୍ଦିରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପବିତ୍ର ଭସ୍ମ ଆରତୀ ଅନୁଷ୍ଠିତ ହେଉଥିବା ବେଳେ ଅବିର ଫୋପାଡିବା କାରଣରୁ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ୧୩ ଜଣ ଜଳି ଯାଇଛନ୍ତି। ପୋଡ଼ି ଯାଇଥିବା ଲୋକମାନଙ୍କ ମଧ୍ୟରେ ଅଧିକାଂଶ ସେବକ ଅଛନ୍ତି। ସମସ୍ତ ଆହତଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଆଁ ଲାଗିବା ପରେ କିଛି ଲୋକ ନିଆଁ ଲିଭାଇବା ସହ ନିଆଁକୁ ନିୟନ୍ତ୍ରଣ କରିଥିଲେ। ଜିଲ୍ଲାପାଳ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।