ସଙ୍କେତ ଯଦି ଧଳା ରଙ୍ଗର ଗାଈ ଦରଜା ସମ୍ମୁଖକୁ ଆସି ଶବ୍ଦ କରନ୍ତି, ତେବେ ଆପଣଙ୍କ ଘରେ ସୁଖସମୃଦ୍ଧିର ବୃଦ୍ଧି ହେବାର ଏହାର ସଙ୍କେତ ଦେଇଥାଏ।
ସକାଳ ସମୟରେ ଯଦି ଆପଣଙ୍କୁ ମନ୍ଦିର ଘଣ୍ଟି, ଶଙ୍ଖ ଅଥବା ଭଜନ କୀର୍ତ୍ତନର ଧ୍ୱନି ଶୁଣାଯାଏ, ତେବେ ଏହାକୁ ଶୁଭ ସଙ୍କେତ କୁହାଯାଏ।
ରାସ୍ତାରେ ଯାଉଥିବା ସମୟରେ ହଠାତ ନବବଧୂଙ୍କୁ ଦେଖିଲେ ଏହାକୁ ମଧ୍ୟ ଶୁଭ ସଙ୍କେତ କୁହାଯାଏ।
ସକାଳେ ଉଠିବା ପରେ ଶ୍ରୀଫଳ ଦେଖିଲେ ଶୁଭ ଖବର ମିଳିଥାଏ।
ରାସ୍ତାରେ ଯିବା ସମୟରେ ପକ୍ଷୀ ଆପଣଙ୍କ ଉପରେ ମଳତ୍ୟାଗ କରିବା ଶୁଭ ବୋଲି କୁହାଯାଏ।
ବର୍ଷା ହେବା ସମୟରେ ହଠାତ ସୂର୍ଯ୍ୟ ଦେଖାଯିବା ଧନସମ୍ପତ୍ତି ବୃଦ୍ଧି ହେବାର ସଙ୍କେତ ଦେଇଥାଏ।
ଝରକାରେ ସୁନ୍ଦର ପ୍ରାକୃତିକ ଦୃଶ୍ୟ ଦେଖିବା ଅଥବା ଜଳାଶୟ ଦେଖାଯିବା ମଧ୍ୟ ଶୁଭଙ୍କର।
ଘରର ଛାତରେ ବସିଥିବା କୋଇଲି କିମ୍ବା ପକ୍ଷୀଙ୍କ ମଧୁର ସ୍ୱର ଶୁଣିବା ମଧ୍ୟ ଶୁଭଙ୍କର।
ସକାଳେ ଉଠିବା ମାତ୍ରେ ସର୍ବପ୍ରଥମେ ଦହି କିମ୍ବା ଖିର ଦେଖାଯିବା ଶୁଭ ସଙ୍କେତ କୁହାଯାଏ। ଏହାଦ୍ୱାରା ସଫଳତା ପ୍ରାପ୍ତି ହୋଇଥାଏ।
କଇଁଛ ଦେଖିବା ମଧ୍ୟ ଶୁଭ ବୋଲି କୁହାଯାଏ।
ଘରର ଦରଜା ସମ୍ମୁଖରେ ଯଦି ହାତୀ ଶୁଣ୍ଢ ଉପରକୁ କରେ ତେବେ ଧନସମ୍ପତ୍ତି, ସୁଖସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି କୁହାଯାଏ।
ଅଜାଣତରେ ଓଲଟା ପୋଷାକ ପିନ୍ଧିବା ସୁଖସମୃଦ୍ଧି ପ୍ରାପ୍ତିର ସଙ୍କେତ ଦେଇଥାଏ।
ସକାଳ ସମୟରେ ରାସ୍ତାରେ ଆଖୁ ଦେଖିବା ମଧ୍ୟ ଶୁଭଙ୍କର।
ମୟୁର ପଙ୍ଖକୁ ଖୋଲାକରି ଥିବା ଅବସ୍ଥାରେ ଦେଖିବା ମଧ୍ୟ ଶୁଭଙ୍କର।
ହାତ ପାପୁଲି କୁଣ୍ଡାଇ ହେବା ଶୁଭ ସଙ୍କେତ ବୋଲି କୁହାଯାଏ।
ସମୁଦ୍ର କୂଳରେ ମୋତି ମିଳିବା ମଧ୍ୟ ଶୁଭପ୍ରଦାନ କରିଥାଏ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |