ବଙ୍ଗୋପସାଗରରେ ପୁଣି ଆସୁଛି ବାତ୍ୟା ! କାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୩ ତାରିଖରେ ଲଘୁଚାପର ରୂପ ନେବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ନେବ ଅବପାତର ରୂପ, ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ । ବାତ୍ୟାର ତୀବ୍ରତା କେତେ ରହିବ ଏଯାଏଁ ସ୍ପଷ୍ଟ ହୋଇନି । ୨୫ କିମ୍ବା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଲଘୁଚାପ କିମ୍ବା ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ