୩ ସପ୍ତାହ ପରେ ତାତିରୁ ମିଳିଛି ତ୍ରାହି । ଓଡ଼ିଶା ଉପରେ ଥିବା ଟ୍ରପ୍ ଲାଇନ ପ୍ରଭାବରେ ସାରା ରାଜ୍ଯରେ ତାପମାତ୍ରା କମିବା ସହ କାଳବୈଶାଖୀ ବର୍ଷା ହେଉଛି । ଗତକାଲି ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ହୋଇଥିବାବେଳେ ଆଜିଠୁ ସାରା ରାଜ୍ଯରେ ବର୍ଷା ହେବାନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୯ ତାରିଖ ଯାଏଁ ଝଡତୋଫାନ ହେବା ଆଶଙ୍କା କରାଯାଉଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।