ମେଷ: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ବୃଷ: ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚେ଼ସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।
ମିଥୁନ: ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।
ତୁଳା: ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।
କର୍କଟ: ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।
ସିଂହ: ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।
କନ୍ୟା: ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି । ଆପଣ ଆଜି କୌଣସି କାରଣରୁ ନିରାଶ ହେବେ ।
ବିଛା: ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।
ଧନୁ: ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚିତ୍ ।
ମକର: ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।
କୁମ୍ଭ: ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଜରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।
ମୀନ: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |