Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ବ୍ୟାପାରିକ ଯୋଜନା ବିଫଳ ହୋଇପାରେ । ବାହନ ଚଳାଇବା ସମୟରେ ସାବଧାନ ରୁହନ୍ତୁ । ଜୀବନସାଥିଙ୍କ ମହତ୍ଵପୂର୍ଣ ସହଯୋଗ ମିଳିବ । ଆପଣଙ୍କ ବୁଦ୍ଧି ଆପଣଙ୍କୁ ସଫଳତା ନିଷ୍କିତ ଦେବ । ଆଜି ନିଜର କର୍ମଚାରୀଙ୍କ ଉପରେ ଧ୍ୟାନ ଦିଅନ୍ତୁ ରଚନାତ୍ମକ କାର୍ଯ୍ୟରେ ରୁଚି ବଢିବ
ବୃଷ:  ପରିଶ୍ରମ ଅଧିକ ରହିବ । ଦୁର୍ଘଟନାର ସମ୍ଭାବନା ଅଛି । କିଛି କାର୍ଯ୍ୟ ଖରାପ ହୋଇପାରେ । ବିବାଦକୁ ବଢାନ୍ତୁ ନାହିଁ । ଲାଭ ପାଇଁ ଅନ୍ୟର କ୍ଷତି କରନ୍ତୁ ନାହିଁ । ମୌସମର ପ୍ରଭାବ ସ୍ୱାସ୍ଥ୍ୟ ଉପରେ ପଡିପାରେ । ଘର ଲୋକମାନଙ୍କ କଥା ଶୁଣି ନିବେଶ କରନ୍ତୁ । ଆଜିର ଦିନ ଆପଣନଙ୍କୁ ବିଶ୍ରାମ କରିବା ଉଚିତ । ଧନ ପ୍ରାପ୍ତି ସୁଗମ ହେବ। ଆର୍ଥିକ ଉନ୍ନତି ପାଇଁ ଯୋଜନା କରି ପାରନ୍ତି ।
ମିଥୁନ:   ଘରର କିଛି ପରିସ୍ଥିତି ଖରାପ ହୋଇପାରେ । ଆପଣ ନିଜର କାମକାର୍ଯ୍ୟ ପାଇଁ କାହାର ସହଯୋଗ ନେଇ ପାରନ୍ତି । ନିଷ୍ପତି ନେବା ପୂର୍ବରୁ ବୁଝି ସୁଝି ନିଅନ୍ତୁ । ସ୍ଥାୟୀ ସମ୍ପତ୍ତିରୁ ଲାଭ ମିଳିପାରେ । ପ୍ରେମ ପ୍ରସଙ୍ଗରେ ସ୍ଥିତି ଭଲ ରହିବ । ବେରୋଜଗାର ଦୂର କରିବା ପାଇଁ ପ୍ରୟାସ କରନ୍ତୁ । ନିଜର ଯୋଜନାକୁ ଗୁପ୍ତ ରଖନ୍ତୁ  । ବିବାଦ ଠାରୁ ଦୂରରେ ରୁହନ୍ତୁ ।
କର୍କଟ:   ଆଜି ଆପଣଙ୍କୁ କିଛି ସହଯୋଗ ମିଳିବ । ଆର୍ଥିକ ସମସ୍ୟା ଆସିବ । ଟଙ୍କା ନେବା ଦେବାରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ କମଜୋର ରହିପାରେ । ବ୍ୟୟ ଅଧିକ ହେବ । କୌଣସି ବି ଝଗଡାରେ ଭାଗୀଦାରୀ ହୁଅନ୍ତୁ ନାହିଁ । କେଉଁଠି ଗୁପ୍ତ ଜିନିଷରୁ ଟଙ୍କା ମିଳିପାରେ । ଲକ୍ଷ ପ୍ରାପ୍ତି ପାଇଁ ଅଗ୍ରସର ରହିବେ । ଘର ପରିବାରରେ କିଛି ସ୍ଥିତି ଖରାପ ହୋଇପାରେ ।
ସିଂହ:ପ୍ରେମୀ ପ୍ରେମିକାଙ୍କ ସମ୍ପର୍କରେ ବିବାଦ ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ବିରୋଧୀ ବଢିବେ । ଆୟ ବ୍ୟୟରେ ସନ୍ତୁଳନ ରହିବ । ଚେଷ୍ଟା ଜାରିରଖନ୍ତୁ କାହାର ଅପେକ୍ଷା କରନ୍ତୁ ନାହିଁ । ପଢିବା ଓ ଲେଖିବା ଇତ୍ୟାଦି କାର୍ଯ୍ୟରେ ଉତ୍ସାହ ରହିବ ।  ମିତ୍ରଙ୍କ ସହ ମିଶାମିଶି କରିବେ । ପ୍ରସନ୍ନତା ଓ ଉତ୍ସାହରେ ସହିତ କାର୍ଯ୍ୟ କରିବେ ।

କନ୍ୟା :  କୌଣସି ବି ଅପିରିଚିତ ବ୍ୟକ୍ତି ଉପରେ ବିଶ୍ଵାସ କରନ୍ତୁ ନାହିଁ । ଜୋଖିମ ଉଠାନ୍ତୁ ନାହିଁ କିମ୍ବା କୌଣସି ବି ପ୍ରକାରର ବିବାଦକୁ ଯାଆନ୍ତୁ ନାହିଁ । ଆକସ୍ମିକ ଧନଲାଭ ହୋଇପାରେ । ସନ୍ତାନ ଆପଣଙ୍କ ଆଜ୍ଞା ମାନିବେ । ଆୟର ନୂତନ ସ୍ରୋତ ମିଳିପାରେ । କୌଣସି ଆବଶ୍ୟକ ବସ୍ତୁ ନ ମିଳିବା ଦ୍ଵାରା ଚିନ୍ତା ବଢିବ । ଛୋଟ ଯାତ୍ରା ଲାଭଦାୟକ ରହିବ ।
ତୁଳା :ଅଧିକ ଧନ ବ୍ୟୟ ହେବା ଦ୍ଵାରା ମନ ଅଶାନ୍ତ ରହିବ । ବିଦ୍ୟାଧ୍ୟାନ ସମ୍ବନ୍ଧିତ ଶୁଭ ସମାଚାର ମିଳିବ । ପୈତୃକ ସମ୍ପତ୍ତି ପ୍ରାପ୍ତ କରିବାର ଯୋଗ ଅଛି । ଅତିରିକ୍ତ ଆୟ ପାଇଁ ନିଜର ସୃଜନାତ୍ମକ ବିଚାରର ସାହାର ନିଅନ୍ତୁ । ନିଜ ଜୀବନସାଥିଙ୍କ ସହିତ ସମୟ ଅନୁକୂଳ ରହିବ । ଭରପୁର ପ୍ରୟାସ କରିବା ଦ୍ଵାରା ପ୍ରୟାସରେ ସଫଳ ରହିବେ । କୌଣସି ନୂଆ କାର୍ଯ୍ୟ ଆରମ୍ଭ ହୋଇପାରେ ।

ବିଛା:  କିଛି ବନ୍ଧୁଙ୍କ ସହିତ ସାକ୍ଷାତ ହୋଇ ଉତ୍ସାହ ବର୍ଧକ ସୂଚନା ପ୍ରାପ୍ତ କରିବେ । କୌଣସି ବଡ଼ କାମ କରିବାରେ ମନ ଲାଗିବ । ରାଜନୀତି କ୍ଷେତ୍ରରେ ଆପଣଙ୍କ ମାନ ସମ୍ମାନ ବଢିବ । ଉଚ୍ଚ ଅଧିକାରୀ ଆପଣଙ୍କ ସହ ମିତ୍ର ବ୍ୟବହାର କରିବେ । ବନ୍ଧୁମାନେ ଆପଣଙ୍କୁ ମାନସିକ ଶାନ୍ତି ପ୍ରଦାନ କରିବେ। ବ୍ୟାପାରରେ ନୂତନ ଲାଭଦାୟକ ଅଫର ମିଳିବ । ବ୍ୟାପର ବ୍ୟବସାୟ ଭଲ ଚାଲିବ ।
ଧନୁ:  ପ୍ରେମୀମାନଙ୍କୁ ପାଇଁ ଆଜି କିଛି ଶୁଭ ଖବର ମିଳିପାରେ । ଉଚ୍ଚ ବର୍ଗ ଲୋକମାନଙ୍କ ଚାକିରିରେ କିଛି ଅସୁବିଧା ଆସିପାରେ । ଧର୍ମ ପ୍ରତି ଆସ୍ଥା ବଢିବ ପୂଜା ପାଠରେ ମନ ଲାଗିବ । ରାଜକୀୟ ସହଯୋଗ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଲାଭରେ ବୁଦ୍ଧି ହେବ । ପାରିବାରିକ ସହଯୋଗ ପ୍ରାପ୍ତ ହେବ । ନିଜର ଚିନ୍ତାକକୁ ଦୂର କରିବା ପାଇଁ ପରିବାର ଲୋକମାନଙ୍କ ସାହାର୍ଯ୍ୟ ନିଅନ୍ତୁ ଏବଂ ଭାବନାକୁ ନିଜ ମଧ୍ୟରେ ରଖନ୍ତୁ ନାହିଁ ।
ମକର:ପ୍ରେମ ସମ୍ବନ୍ଧରେ ସାବଧାନ ରୁହନ୍ତୁ । ସ୍ୱାସ୍ଥ୍ୟ ସାଧାରଣ ରହିବ । ଖାଦ୍ୟପାନରେ ରୁଚି ବଢିବ । ଅଧିକାରୀମାନଙ୍କ ସହ ସମ୍ପର୍କ ଭଲ ରହିବ । ଏକ ଆଧ୍ୟାତ୍ମିକ ବ୍ୟକ୍ତିଙ୍କ ଆଶୀର୍ବାଦ ମିଳିପାରେ । ଅଟକିଥିବା ଟଙ୍କା ମିଳି ଆର୍ଥିକ ଅବସ୍ଥା ଭଲ ହୋଇଯିବ । ବନ୍ଧୁ କିମ୍ବା ପରିବାରର ସଦସ୍ୟଙ୍କ ସହିତ ହସ ଖୁସିରେ ଦିନ ବ୍ୟତୀତ କରିବେ । ବହୁତ ସମୟ ହେବ ଅଟକିଥିବା କାର୍ଯ୍ୟ ପୁରା ହେବ ।

କୁମ୍ଭ:  ବାହାରକୁ ବାହାରିବା ପରେ କୌଣସି ଅଜଣା ବ୍ୟକ୍ତି ଉପରେ ବିଶ୍ଵାସ କରନ୍ତୁ ନାହିଁ । କୌଣସି ମହିଳା ମିତ୍ରର ସାହାର୍ଯ୍ୟ କରି ପାରନ୍ତି । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟାଙ୍କ ସହ ଜଡିତ କାମରେ ସାବଧାନ ରୁହନ୍ତୁ । କରିଥିବା କାମରେ ବର୍ତ୍ତମାନ ଲାଭ ମିଳିବ । ସମୟ ହେବ ବନ୍ଦ ଥିବା କାର୍ଯ୍ୟ ଆରମ୍ଭ ହୋଇପାରେ । ଉତ୍ସାହ ଓ ପ୍ରସନ୍ନତାରେ ବୁଦ୍ଧି ହେବ ।
ମୀନ:  ଆଜି ଆପଣଙ୍କ ଆତ୍ମବିଶ୍ଵାସ ବଢିବ ଓ ପ୍ରଗତି ନିଶ୍ଚିତ ହେବ । ଆୟ ଅପେକ୍ଷା ଅଧିକ ବ୍ୟୟ ହେବ । ବ୍ୟପାରରେ ହାନି ସ୍ଥିତି ରହିବ । କୌଣସି କାମରେ ମନ ଲାଗିବ ନାହିଁ । ବିଦ୍ୟାର୍ଥୀମାନଙ୍କ ମନ ପଢାରେ ଲାଗିବ ନାହିଁ । ବ୍ୟପାରିକ ଯାତ୍ରା ସଫଳ ରହି ପରେ । ପ୍ରେମ ପ୍ରସଙ୍ଗ ଅନୁକୂଳ ରହିବ । ସୁଖ ସାଧନ ଉପରେ ଖର୍ଚ ହେବ । ଥାନା ମାମଲାରେ ପଡି ପାରନ୍ତି । ଦ୍ଵିତୀୟ ବ୍ୟକ୍ତିଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରନ୍ତୁ ନାହିଁ ।
Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×