Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।
ବୃଷ:  ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।
ମିଥୁନ:   ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।
କର୍କଟ:   ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।
ସିଂହ: ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।
କନ୍ୟା:   ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?
ତୁଳା:   ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।
ବିଛା:   ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।
ଧନୁ:   ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।
ମକର:  ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।
କୁମ୍ଭ:  ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।
ମୀନ:  ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।
Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×