ମେଷ: ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।
ବୃଷ: ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।
ମିଥୁନ: ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।
କର୍କଟ: ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।
ସିଂହ: ପରିଶେଷରେ ଆଜି ଆପଣଙ୍କ ବିଚାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚିନ୍ତା କରିପାରିବେ ।
କନ୍ୟା: ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?
ତୁଳା: ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।
କୁମ୍ଭ: ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।
ବିଛା: ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।
ଧନୁ: ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।
ମକର: ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।
ମୀନ: ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।