ଅକ୍ଷୟ କୁମାରଙ୍କ ପତ୍ନୀ ଟ୍ୱିଙ୍କଲ ଖାନ୍ନା ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସଚାର୍ଜ ହେଲେ ବଲିଉଡ଼ ଅଭିନେତା ଖିଲାଡ଼ି ଅକ୍ଷୟ କୁମାର । ଖିଲାଡ଼ିଙ୍କୁ ଦେଖି ସମସ୍ତେ ଖୁସିଥିବା ସେ ଜଣାଇଛନ୍ତି ।ସୂଚନା ଅନୁସାରେ ଅକ୍ଷୟ କୁମାର ତାଙ୍କ ଆଗାମୀ ଫିଲ୍ମ ‘ରାମ ସେତୁ’ର ଶୁଟିଂ କରୁଥିବା ସମୟରେ କରୋନା ଆକ୍ରାନ୍ତ ହୋଇଥିଲେ । ଅକ୍ଷୟଙ୍କ ବ୍ୟତୀତ ‘ରାମ ସେତୁ’ ଫିଲ୍ମର ୪୫ ଜଣ ଜୁନିୟର କଳାକାରମାନେ କରୋନା ଆକ୍ରାନ୍ତ ହୋଇଥିଲେ ।ନିକଟରେ ଖବର ଆସିଥିଲା କି, ଅକ୍ଷୟ କୁମାରଙ୍କୁ ‘ଗୋଲଡେନ ଗ୍ଲୋବ ଅନର୍ସ ଫାଉଣ୍ଡେସନ’ ପକ୍ଷରୁ ସମ୍ମାନିତ କରାଯିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।