ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାସହ ଏବେ ଧୀରେ ଧୀରେ ସବୁ ଆସ୍ତେ ଆସ୍ତେ ସ୍ୱାଭାବିକ କରାଯାଉଛି। ରାଜ୍ୟରେ ଥିବା ସମସ୍ତ ବାର୍ ଓ ରେଷ୍ଟୁରାଣ୍ଟ ଖୋଲିବ। କୋଭିଡ ଗାଇଡ୍ଲାଇନକୁ ପାଳନ କରି ବାର୍ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ ଖୋଲାଯାଇପାରିବ। ଏ ନେଇ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବିଭାଗ ପକ୍ଷରୁ ବିଭିନ୍ନ ବାର୍ ଓ ରେଷ୍ଟୁରାଣ୍ଟ ସଂଘକୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ସୂଚନାଯୋଗ୍ୟ, କୋଭିଡ ପାଇଁ ରାଜ୍ୟର ସମସ୍ତ ବାର ଓ ରେଷ୍ଟୁରାଣ୍ଟ ବନ୍ଦ ଥିଲା।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ