ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୮୬୫୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।