ଆଜି ରାଜ୍ୟରେ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ୪୦୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୪୫୬୭୫କୁ ବୃଦ୍ଧି ପାଇଛି ।