ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ପାଠକ ବାପ-ପୁଅଙ୍କ ସହ ସଂପର୍କକୁ ନେଇ ବିବାଦୀୟ ହୋଇଥିଲେ ପ୍ରଦୀପ।ପ୍ରଦୀପଙ୍କୁ ଦଳରୁ ବହିଷ୍କୃତ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।