ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ଆକ୍ରାନ୍ତ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩ ।୧୦: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୩୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।