ରାଜ୍ୟର ୨୯ଜିଲ୍ଲାରୁ ଆଜି ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟର ୨୯ଜିଲ୍ଲାରୁ ଆଜି ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୨୯ଜିଲ୍ଲାରୁ ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୧୫ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୧୨୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।