ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣଚନ୍ଦ୍ର ଜେନା ନିଲମ୍ବିତ

ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣଚନ୍ଦ୍ର ଜେନା ନିଲମ୍ବିତ

କାର୍ଯ୍ୟରେ ଅବହେଳା ପାଇଁ ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣଚନ୍ଦ୍ର ଜେନା ନିଲମ୍ବିତ ହୋଇଛନ୍ତି। ନିଲମ୍ବନ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ରାୟଗଡ଼ା ମୁଖ୍ୟ କାର୍ଯ୍ୟାଳୟ ନ ଛାଡ଼ିବାକୁ ମଧ୍ୟ ନିର୍ଦେଶ ଦିିଆଯାଇଛି।କୋଭିଡ୍ ମୁକାବିଲା ପାଇଁ ଗଞ୍ଜାମରେ OSD ଥିଲେ ପୂର୍ଣ୍ଣଚନ୍ଦ୍ର ।