୨୪ ଘଣ୍ଟା ମଧ୍ୟରେ ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁୁବନେଶ୍ୱର: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୨୩୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨୦ଜଣ ଚିହ୍ନଟ ହୋଇଛନ୍ତି । ଏହା ସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୨୬୦୯ରେ ପହଞ୍ଚିଛି । ସୂଚନା ଏବଂ ଲୋକସମ୍ପର୍କ ବିିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।