ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ଭୁବନେଶ୍ୱର: ଆଜି ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଯେଉଁ ମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ବିଧାୟକ ପ୍ରଦୀପ ମହାରଥୀ ତାଙ୍କ ସୋଶିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି ।