ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାସହ ସୁଶାନ୍ତଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି ଉଲ୍ଲେଖଯୋଗ୍ୟ ଯେ ଆଜି ଗ୍ରାମ ଉନ୍ନୟନ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଥିଲେ ଏହାସହ ସେ ଏବେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ଅନୁରୋଧ କରିଛନ୍ତି