ମେଘାଳୟର ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ସତ୍ୟପାଲ ମଲିକ

ମେଘାଳୟର ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ସତ୍ୟପାଲ ମଲିକ

ଗୋଆ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ବଦଳି । ମେଘାଳୟର ନୂଆ ରାଜ୍ୟପାଳ ହେଲେ ସତ୍ୟପାଲ । ଅତିରିକ୍ତ ଭାବେ ଗୋଆ ଦାୟିତ୍ବ ତୁଲାଇବେ ଭଗତ ସିଂହ କୋସିୟାରୀ, କୋସିୟାରୀ ଏବେ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ କାର୍ଯ୍ୟରତ । ଉଭୟଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ