ରାଜ୍ୟରେ ଆଜି ଆଉ ୧୦ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଆଜି ଆଉ ୧୦ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଆଜି ଆଉ ୧୦ ଜଣଙ୍କ ଜୀବନ ନେଲା କୋରୋନା, ଗଞ୍ଜାମରେ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ, ଖୋର୍ଦ୍ଧାରେ ୨ ଜଣ କୋରୋନା ରୋଗୀଙ୍କ ମୃତ୍ୟୁ, ସମ୍ବଲପୁର, ନୟାଗଡ଼, କୋରାପୁଟ ଓ ଅନୁଗୁଳରେ ଜଣେ ଲେଖାଏଁ ମୃତ, ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି