ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୦୧୯ ଆକ୍ରାନ୍ତ, ସୁସ୍ଥ ଲୋକଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬କୁ ବୃଦ୍ଧି

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୦୧୯ ଆକ୍ରାନ୍ତ, ସୁସ୍ଥ ଲୋକଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।