ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୧ କରୋନା ରୋଗୀ ଆରୋଗ୍ୟ ହୋଇଛନ୍ତି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୧ କରୋନା ରୋଗୀ ଆରୋଗ୍ୟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୦୩,୮୯୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।