ଓଡ଼ିଶାରେ ଆଜି ୧୧,୮୨୧ ସଂକ୍ରମିତ ହେଲେ ସୁସ୍ଥ

ଓଡ଼ିଶାରେ ଆଜି ୧୧,୮୨୧ ସଂକ୍ରମିତ ହେଲେ ସୁସ୍ଥ

 ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର ରାଜ୍ୟରେ ଆଉ ୧୧,୮୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଲକ୍ଷ ୨୬ ହଜାର ୩୫୩ କୁ ବୃଦ୍ଧି ପାଇଛି ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୧ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୯୬ ଜଣ ଥିବା ବେଳେ, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡ଼ାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗିରରୁ ୩୧୮, ନବରଙ୍ଗପୁରରୁ ୩୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି