ଗତ ୨୪ ଘଣ୍ଟା ମଧ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହେଉଛି

ଗତ ୨୪ ଘଣ୍ଟା ମଧ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହେଉଛି

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହେଉଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,ଝାରସୁଗୁଡା,ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।