ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୬୪ ଆକ୍ରାନ୍ତ

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୬୪ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୬୪ ଆକ୍ରାନ୍ତ । କୋରୋନାରୁ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୨୯୩୭୪୧କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।