ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୭୧ ଆକ୍ରାନ୍ତ

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୭୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୭୧ ଆକ୍ରାନ୍ତ। ଏହାକୁ ମିଶାଇ ଆରୋଗ୍ୟକାରୀଙ୍କ ସଂଖ୍ୟା  ୨,୯୬,୫୧୬କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶନିବାର ଟ୍ଵିଟ୍ କରି ଏହି ସୂଚନା ଦେଇଛି।