ଦିନକରେ ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୯୭ ଆକ୍ରାନ୍ତ

ଦିନକରେ ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୨୯୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ  ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୯୯୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।